Job 5:23 — Compare Translations

5 translations compared side by side

Odia - 1840
"ତୁମ୍ଭର ପରମେଶ୍ବରଙ୍କ ସହିତ ଚୁକ୍ତି ହାଇେଛି। ତେଣୁ କ୍ଷତରେ ପଥର ଏପରିକି ବଣର ହିଂସ୍ର ଜନ୍ତୁ ମଧ୍ଯ ତୁମ୍ଭ ସହିତ ଶାନ୍ତି ରେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପଦାର ପଥର ସଙ୍ଗେ ତୁମ୍ଭର ସନ୍ଧି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପରମେଶ୍ୱରଙ୍କ ସହିତ ଚୁକ୍ତି ହୋଇଛି। ତେଣୁ କ୍ଷେତର ପଥର ଏପରିକି ବଣର ହିଂସ୍ର ଜନ୍ତୁ ମଧ୍ୟ ତୁମ୍ଭ ସହିତ ଶାନ୍ତିରେ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।