Job 5:24 — Compare Translations

5 translations compared side by side

Odia - 1840
"ତୁମ୍ଭେ ଶାନ୍ତି ରେ ରହିପାରିବ କାରଣ ତୁମ୍ଭର ତମ୍ବୁ ସୁରକ୍ଷିତ ଅଛି। ତୁମ୍ଭେ ତୁମ୍ଭର ସମ୍ପତ୍ତିକୁ ଗଣିପାରିବ ଏବଂ ଦେଖିବ କିଛି ହଜିୟାଇ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭର ତମ୍ଵୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାର ତତ୍ତ୍ଵ କଲେ କିଛି ହଜି ନ ଥିବାର ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଶାନ୍ତିରେ ରହିପାରିବ କାରଣ ତୁମ୍ଭର ତମ୍ବୁ ସୁରକ୍ଷିତ ଅଛି। ତୁମ୍ଭେ ତୁମ୍ଭର ସମ୍ପତ୍ତିକୁ ଗଣି ପାରିବ ଏବଂ ଦେଖିବ କିଛି ହଜିଯାଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାକୁ ଗଲେ କିଛି ହଜି ନ ଥିବାର ଦେଖିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାକୁ ଗଲେ କିଛି ହଜି ନ ଥିବାର ଦେଖିବ।