Job 5:25 — Compare Translations
5 translations compared side by side
Odia - 1840
"ତୁମ୍ଭର ଅନକେ ସନ୍ତାନସନ୍ତତି ହବେେ, ଏତେ ଅଧିକ ଯେପରି କି ପୃଥିବୀ ଉପରେ ଘାସର ଝାଡ଼ ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଅନେକ ସନ୍ତାନସନ୍ତତି ହେବେ, ଏତେ ଅଧିକ ଯେପରି କି ପୃଥିବୀ ଉପରେ ଘାସର ଝାଡ଼ ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ।