Job 5:26 — Compare Translations

5 translations compared side by side

Odia - 1840
"ତୁମ୍ଭେ ଗହମ କ୍ଷେତ୍ର ରେ ଗହମ ସଦୃଶ ୟିଏ ଅମଳ ସମୟ ପର୍ୟ୍ଯନ୍ତ ବୃଦ୍ଧି ପାଇବ। ହଁ ତୁମ୍ଭେ ଅତ୍ଯଧିକ ବୃଦ୍ଧି ହେଲା ପର୍ୟ୍ଯନ୍ତ ବଞ୍ଚି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯଥାସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଗହମ କ୍ଷେତ୍ରରେ ଗହମ ସଦୃଶ ଯିଏ ଅମଳ ସମୟ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ହଁ ତୁମ୍ଭେ ଅତ୍ୟଧିକ ବୃଦ୍ଧି ହେଲା ପର୍ଯ୍ୟନ୍ତ ବଞ୍ଚି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ।