Job 5:3 — Compare Translations

5 translations compared side by side

Odia - 1840
"ମୁଁ ଜଣେ ଏପରି ନିର୍ବୋଧ ଲୋକକୁ ଦେଖିଛି ୟିଏ ଭାବୁଥିଲା ଯେ ସେ ସୁରକ୍ଷିତ, କିନ୍ତୁ ହଠାତ୍ ସେ ଅଭିଶପ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍ ତାହାର ବାସସ୍ଥାନକୁ ମୁଁ ଶାପ ଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜଣେ ଏପରି ନିର୍ବୋଧଲୋକକୁ ଦେଖିଛି ଯିଏ ଭାବୁଥିଲା ଯେ ସେ ସୁରକ୍ଷିତ, କିନ୍ତୁ ହଠାତ୍ ସେ ଅଭିଶପ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍‍ ତାହାର ବାସସ୍ଥାନକୁ ମୁଁ ଅଭିଶାପ ଦେଲି।
Odia IRV 2017 (ଓଡିଆ ବାଇବେଲ)
ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍‍ ତାହାର ବାସସ୍ଥାନକୁ ମୁଁ ଅଭିଶାପ ଦେଲି।