Job 5:4 — Compare Translations

5 translations compared side by side

Odia - 1840
"ତା'ର ସନ୍ତାନମାନଙ୍କୁ ସାହାୟ୍ଯ କରିବାକୁ କହେି ନ ଥିଲେ। ସମାନଙ୍କେୁ ଦରବାର ରେ କହେି ପକ୍ଷସମର୍ଥନ କଲନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ସନ୍ତାନଗଣ ରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗରଦ୍ଵାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ସନ୍ତାନମାନଙ୍କୁ ସାହାଯ୍ୟ କରିବାକୁ କେହି ନ ଥିଲେ। ସେମାନଙ୍କୁ ଦରବାରରେ କେହି ପକ୍ଷସମର୍ଥନ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗର-ଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗରଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ।