Job 5:6 — Compare Translations

5 translations compared side by side

Odia - 1840
"ଦୁଃସମୟ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କଷ୍ଟ ଭୂମିରୁ ଉତ୍ପନ୍ନ ହୁଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କିଅବା ଦୁଃଖ ଭୂମିରୁ ଅଙ୍କୁରିତ ହୁଏ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଦୁଃସମୟ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କଷ୍ଟ ଭୂମିରୁ ଉତ୍ପନ୍ନ ହୁଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କିଅବା ଦୁଃଖ ଭୂମିରୁ ଅଙ୍କୁରିତ ହୁଏ ନାହିଁ;
Odia IRV 2017 (ଓଡିଆ ବାଇବେଲ)
କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କିଅବା ଦୁଃଖ ଭୂମିରୁ ଅଙ୍କୁରିତ ହୁଏ ନାହିଁ;