Job 5:7 — Compare Translations
5 translations compared side by side
Odia - 1840
"କିନ୍ତୁ ମଣିଷ ଜନ୍ମ ହାଇେଛି କଷ୍ଟ ସହିବା ଲାଗି ଯେପରି ନିଶ୍ଚଯ ଅଗ୍ନିକଣିକା ଅଗ୍ନିରୁ ଉପରକୁ ଉଡ଼ିବୁଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମଣିଷ ଜନ୍ମ ହୋଇଛି କଷ୍ଟ ସହିବା ଲାଗି, ଯେପରି ନିଶ୍ଚୟ ଅଗ୍ନିକଣିକା ଅଗ୍ନିରୁ ଉପରକୁ ଉଡ଼ିବୁଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ।