Job 5:8 — Compare Translations

5 translations compared side by side

Odia - 1840
"କିନ୍ତୁ ଆୟୁବ ମୁଁ ଯଦି ତୁମ୍ଭ ଜାଗା ରେ ଥାନ୍ତି ନିଶ୍ଚଯ ପରମେଶ୍ବରଙ୍କୁ ଡ଼ାକି ନିଜର ସମସ୍ତ ଦୁଃଖ ତାଙ୍କୁ ଜଣାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ପରମେଶ୍ଵରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ଵରଙ୍କଠାରେ ସମର୍ପଣ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆୟୁବ ମୁଁ ଯଦି ତୁମ୍ଭ ଜାଗାରେ ଥା’ନ୍ତି ନିଶ୍ଚୟ ପରମେଶ୍ୱରଙ୍କୁ ଡାକି ନିଜର ସମସ୍ତ ଦୁଃଖ ତାଙ୍କୁ ଜଣାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।