Job 5:9 — Compare Translations

5 translations compared side by side

Odia - 1840
"ଲୋକେ ପରମେଶ୍ବରଙ୍କ ଆଶ୍ଚର୍ୟ୍ଯକର୍ମକୁ ବୁଝିପାରନ୍ତି ନାହିଁ କି ତାଙ୍କର ଅଲୌକିକ କାର୍ୟ୍ଯର ମଧ୍ଯ ଅନ୍ତ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟ କର୍ମ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକର୍ମକୁ ବୁଝିପାରନ୍ତି ନାହିଁ, କି ତାଙ୍କର ଅଲୌକିକ କାର୍ଯ୍ୟର ମଧ୍ୟ ଅନ୍ତ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟକର୍ମ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟ କର୍ମ କରନ୍ତି;