Job 6:10 — Compare Translations

5 translations compared side by side

Odia - 1840
"ଯଦି ସେ ତାହା କରି ମାେତେ ମାରି ଦିଅନ୍ତେ, ମୁଁ ଗୋଟିଏ ବିଷଯ ରେ ଅନ୍ତତଃ ସାନ୍ତ୍ବନା ପାଆନ୍ତି, ଏହି ନିଷ୍ଠୁର ୟନ୍ତ୍ରଣା ମଧିଅରେ ମୁଁ ଆନନ୍ଦ ପାଆନ୍ତି କାରଣ ପରମେଶ୍ବରଙ୍କ ସହେି ପବିତ୍ର ଜଣଙ୍କର କୌଣସି ଆଜ୍ଞାକୁ ମୁଁ ଅବମାନନା କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ, ଏବେ ହେଁ ମୁଁ ସାନ୍ତ୍ଵନାପ୍ରାପ୍ତ ହୁଅନ୍ତି; ହଁ, ମୁଁ ନିର୍ଦ୍ଦୟ ଯାତନା ମଧ୍ୟରେ ହେଁ ଅତ୍ୟ; ଆନନ୍ଦ କରନ୍ତି; କାରଣ ମୁଁ ଧର୍ମମୟଙ୍କର ବାକ୍ୟସବୁ ଅସ୍ଵୀକାର କରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେ ତାହା କରି ମୋତେ ମାରି ଦିଅନ୍ତେ, ମୁଁ ଗୋଟିଏ ବିଷୟରେ ଅନ୍ତତଃ ସାନ୍ତ୍ୱନା ପାଆନ୍ତି, ଏହି ନିଷ୍ଠୁର ଯନ୍ତ୍ରଣା ମଧ୍ୟରେ ମୁଁ ଆନନ୍ଦ ପାଆନ୍ତି, କାରଣ ପରମେଶ୍ୱରଙ୍କ ସେହି ପବିତ୍ର ଜଣଙ୍କର କୌଣସି ଆଜ୍ଞାକୁ ମୁଁ ଅବମାନନା କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ, ଏବେ ହେଁ ମୁଁ ସାନ୍ତ୍ୱନାପ୍ରାପ୍ତ ହୁଅନ୍ତି; ହଁ, ମୁଁ ନିର୍ଦ୍ଦୟ ଯାତନା ମଧ୍ୟରେ ହେଁ ଅତ୍ୟନ୍ତ ଆନନ୍ଦ କରନ୍ତି; କାରଣ ମୁଁ ଧର୍ମମୟଙ୍କର ବାକ୍ୟସବୁ ଅସ୍ୱୀକାର କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ, ଏବେ ହେଁ ମୁଁ ସାନ୍ତ୍ୱନାପ୍ରାପ୍ତ ହୁଅନ୍ତି; ହଁ, ମୁଁ ନିର୍ଦ୍ଦୟ ଯାତନା ମଧ୍ୟରେ ହେଁ ଅତ୍ୟନ୍ତ ଆନନ୍ଦ କରନ୍ତି; କାରଣ ମୁଁ ଧର୍ମମୟଙ୍କର ବାକ୍ୟସବୁ ଅସ୍ୱୀକାର କରି ନାହିଁ।