Job 6:11 — Compare Translations
5 translations compared side by side
Odia - 1840
"ମାରେ କ'ଣ ଶକ୍ତି ବାକି ରହିଛି ଯେ ମୁଁ ଆଶା କରିବି? ମୁଁ ଜାଣନୋ ମାରେ କ'ଣ ହବୋକୁ ଯାଉଛି। ସେଥିପାଇଁ ମାରେ ର୍ଧୈୟ୍ଯ ଧରିବା ପାଇଁ କୌଣସି କାରଣ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ବଳ କଅଣ ଯେ, ମୁଁ ଅପେକ୍ଷା କରିବି? ମୋହର ପରିଣାମ କଅଣ ଯେ, ମୁଁ ସହିଷ୍ଣୁ ହେବି?
Odia Bible ERV 2004 (ପବିତ୍ର ବାଇବଲ)
ମୋର କ’ଣ ଶକ୍ତି ବାକି ରହିଛି ଯେ ମୁଁ ଆଶା କରିବି? ମୁଁ ଜାଣେନା ମୋର କ’ଣ ହେବାକୁ ଯାଉଛି। ସେଥିପାଇଁ ମୋର ଧୈର୍ଯ୍ୟ ଧରିବା ପାଇଁ କୌଣସି କାରଣ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ବଳ କଅଣ ଯେ, ମୁଁ ଅପେକ୍ଷା କରିବି? ମୋହର ପରିଣାମ କଅଣ ଯେ, ମୁଁ ସହିଷ୍ଣୁ ହେବି?
Odia IRV 2017 (ଓଡିଆ ବାଇବେଲ)
ମୋହର ବଳ କଅଣ ଯେ, ମୁଁ ଅପେକ୍ଷା କରିବି? ମୋହର ପରିଣାମ କଅଣ ଯେ, ମୁଁ ସହିଷ୍ଣୁ ହେବି?