Job 6:13 — Compare Translations
5 translations compared side by side
Odia - 1840
"ନିଜକୁ ସାହାୟ୍ଯ କରିବାକୁ ମାରେଶକ୍ତି ବର୍ତ୍ତମାନ ନାହିଁ। କାରଣ ସମସ୍ତ ସଫଳତା ମାଠାରୁେ କାଢ଼ି ନିଆୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଦ୍ଵାରା ମୋହର କିଛି ଉପକାର ନାହିଁ ଓ ଫଳଦାୟକ କର୍ମଣ୍ୟତା ମୋʼଠାରୁ ସମ୍ପୂର୍ଣ୍ଣ ଦୂରୀକୃତ ହୋଇଅଛି, ଏହା କʼଣ ସତ୍ୟ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ନିଜକୁ ସାହାଯ୍ୟ କରିବାକୁ ମୋର ଶକ୍ତି ବର୍ତ୍ତମାନ ନାହିଁ। କାରଣ ସମସ୍ତ ସଫଳତା ମୋ’ଠାରୁ କାଢ଼ି ନିଆଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଦ୍ୱାରା ମୋହର କିଛି ଉପକାର ନାହିଁ ଓ ଫଳଦାୟକ କର୍ମଣ୍ୟତା ମୋʼ ଠାରୁ ସମ୍ପୂର୍ଣ୍ଣ ଦୂରୀକୃତ ହୋଇଅଛି, ଏହା କʼଣ ସତ୍ୟ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ମୋ’ ଦ୍ୱାରା ମୋହର କିଛି ଉପକାର ନାହିଁ ଓ ଫଳଦାୟକ କର୍ମଣ୍ୟତା ମୋ’ଠାରୁ ସମ୍ପୂର୍ଣ୍ଣ ଦୂରୀକୃତ ହୋଇଅଛି, ଏହା କ’ଣ ସତ୍ୟ ନୁହେଁ?