Job 6:14 — Compare Translations

5 translations compared side by side

Odia - 1840
"ଜଣେ ବ୍ଯକ୍ତିର ସାଙ୍ଗମାନେ ତା'ର କଷ୍ଟ ସମୟରେ ତାକୁ ଦୟା କରିବା କଥା, ଯଦିଓ ସେ ସର୍ବଶକ୍ତିମାନ ପରମେଶ୍ବରଙ୍କଠାରୁ ବିମୁଖ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ଷୀଣ ହେବାକୁ ଉଦ୍ୟତ ଲୋକ ପ୍ରତି, ମଧ୍ୟ ସର୍ବଶକ୍ତିମାନଙ୍କ ଭୟତ୍ୟାଗୀ ଲୋକ ପ୍ରତି ବନ୍ଧୁଠାରୁ ଦୟା ପ୍ରକାଶିତ ହେବା ଉଚିତ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବ୍ୟକ୍ତିର ସାଙ୍ଗମାନେ ତା’ର କଷ୍ଟ ସମୟରେ ତାକୁ ଦୟା କରିବା କଥା, ଯଦିଓ ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କଠାରୁ ବିମୁଖ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ଷୀଣ ହେବାକୁ ଉଦ୍ୟତ ଲୋକ ପ୍ରତି, ମଧ୍ୟ ସର୍ବଶକ୍ତିମାନଙ୍କ ଭୟତ୍ୟାଗୀ ଲୋକ ପ୍ରତି ବନ୍ଧୁଠାରୁ ଦୟା ପ୍ରକାଶିତ ହେବା ଉଚିତ।
Odia IRV 2017 (ଓଡିଆ ବାଇବେଲ)
କ୍ଷୀଣ ହେବାକୁ ଉଦ୍ୟତ ଲୋକ ପ୍ରତି, ମଧ୍ୟ ସର୍ବଶକ୍ତିମାନଙ୍କ ଭୟତ୍ୟାଗୀ ଲୋକ ପ୍ରତି ବନ୍ଧୁଠାରୁ ଦୟା ପ୍ରକାଶିତ ହେବା ଉଚିତ।