Job 6:15 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭେ ମାରେ ଭାଇମାନେ ମାେ ପ୍ରତି ବିଶ୍ବସ୍ତ ନୁହଁ। ମୁଁ ତୁମ୍ଭ ଉପରେ ନିର୍ଭର କରିପାରିବି ନାହିଁ। ତୁମ୍ଭେ ଝରଣା ପରି ସମୟ ସମୟରେ ବହୁଥାଅ ଓ ଅନ୍ୟ ସମୟରେ ନୁହଁ। ତୁମ୍ଭେ ସହେି ଉଛୁଳିବା ଝରଣାପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ମୋର ଭାଇମାନେ ମୋ’ ପ୍ରତି ବିଶ୍ୱସ୍ତ ନୁହଁ। ମୁଁ ତୁମ୍ଭ ଉପରେ ନିର୍ଭର କରି ପାରିବି ନାହିଁ। ତୁମ୍ଭେ ଝରଣା ପରି ସମୟ ସମୟରେ ବହୁଥାଅ ଓ ଅନ୍ୟ ସମୟରେ ନୁହଁ। ତୁମ୍ଭେ ସେହି ଉଛୁଳିବା ଝରଣାପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି