Job 6:17 — Compare Translations
5 translations compared side by side
Odia - 1840
"କିନ୍ତୁ ସେତବେେଳେ ପାଗ ଉତ୍ତପ୍ତ ଓ ଶୁଖିଲା ଥାଏ ଜଳ ପ୍ରବାହିତ ବନ୍ଦ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଦୀ ଉତ୍ତପ୍ତ ହେଲେ, ତାହା ଲୁପ୍ତ ହୁଏ; ଗ୍ରୀଷ୍ମ ପାଇଲେ ସ୍ଵସ୍ଥାନରୁ ଅନ୍ତର୍ହିତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେତେବେଳେ ପାଗ ଉତ୍ତପ୍ତ ଓ ଶୁଖିଲା ଥାଏ ଜଳ ପ୍ରବାହିତ ବନ୍ଦ ହୁଏ। and the stream disappears.
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଦୀ ଉତ୍ତପ୍ତ ହେଲେ, ତାହା ଲୁପ୍ତ ହୁଏ; ଗ୍ରୀଷ୍ମ ପାଇଲେ ସ୍ୱ ସ୍ଥାନରୁ ଅନ୍ତର୍ହିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ନଦୀ ଉତ୍ତପ୍ତ ହେଲେ, ତାହା ଲୁପ୍ତ ହୁଏ; ଗ୍ରୀଷ୍ମ ପାଇଲେ ସ୍ୱସ୍ଥାନରୁ ଅନ୍ତର୍ହିତ ହୁଏ।