Job 6:18 — Compare Translations
5 translations compared side by side
Odia - 1840
"ବ୍ଯବସାଯୀ ତାଙ୍କ ପଥରୁ ପାଣି ଖାଜେିବ ପାଇଁ ବିମୁଖ ହୁଅନ୍ତି। ସମାନେେ ମରୁଭୂମିକୁ ଚାଲିୟାଆନ୍ତି ଓ ହଜିୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଥିକ ଦଳ ତହିଁ ନିକଟ ଦେଇ ଯାତ୍ରା କରିବା ବେଳେ ପଥ ଛାଡ଼ନ୍ତି; ସେମାନେ ମରୁଭୂମିକି ଯାଇ ବିନଷ୍ଟ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସାୟୀ ତାଙ୍କ ପଥରୁ ପାଣି ଖୋଜିବା ପାଇଁ ବିମୁଖ ହୁଅନ୍ତି। ସେମାନେ ମରୁଭୂମିକୁ ଗ୍ଭଲିଯାଆନ୍ତି ଓ ହଜିଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଥିକ ଦଳ ତହିଁ ନିକଟ ଦେଇ ଯାତ୍ରା କରିବା ବେଳେ ପଥ ଛାଡ଼ନ୍ତି; ସେମାନେ ମରୁଭୂମିକୁ ଯାଇ ବିନଷ୍ଟ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପଥିକ ଦଳ ତହିଁ ନିକଟ ଦେଇ ଯାତ୍ରା କରିବା ବେଳେ ପଥ ଛାଡ଼ନ୍ତି; ସେମାନେ ମରୁଭୂମିକୁ ଯାଇ ବିନଷ୍ଟ ହୁଅନ୍ତି।