Job 6:19 — Compare Translations
5 translations compared side by side
Odia - 1840
"ମାରେ ବ୍ଯବସାଯୀ ପାଣିର ଅନ୍ବଷେଣ କଲେ। ଶିବାର ପଥିକଗଣ ଆଶାକରି ଅପେକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେମାର ପଥିକଦଳ ଅନ୍ଵେଷଣ କଲେ, ଶିବାର ଯାତ୍ରୀଦଳ ତହିଁ ପାଇଁ ଅପେକ୍ଷା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ବ୍ୟବସାୟୀ ପାଣିର ଅନ୍ୱେଷଣ କଲେ। ଶିବାର ପଥିକଗଣ ଆଶାକରି ଅପେକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେମାର ପଥିକ ଦଳ ଅନ୍ଵେଷଣ କଲେ, ଶିବାର ଯାତ୍ରୀ ଦଳ ତହିଁ ପାଇଁ ଅପେକ୍ଷା କଲେ।
Odia IRV 2017 (ଓଡିଆ ବାଇବେଲ)
ତେମାର ପଥିକ ଦଳ ଅନ୍ଵେଷଣ କଲେ, ଶିବାର ଯାତ୍ରୀ ଦଳ ତହିଁ ପାଇଁ ଅପେକ୍ଷା କଲେ।
Recommended Reading