Job 6:2 — Compare Translations

5 translations compared side by side

Odia - 1840
"ଯଦି ମାରେ ସମସ୍ତ ଦୁର୍ଗତି ତରାଜୁର ଏକ ପାଖ ରେ ରଖା ୟାଆନ୍ତା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହା, ଯେବେ ମୋହର ଦୁଃଖ ତୌଲା ଯାଇଥାʼନ୍ତା ଓ ମୋହର ଦୁର୍ଗତି ତରାଜୁରେ ଏକତ୍ର ରଖା ଯାଇଥାʼନ୍ତା!
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ମୋର ଦୁଃଖ ଓଜନ କରାଯାଇ ପାରନ୍ତା। ଯଦି ମୋର ସମସ୍ତ ଦୁର୍ଗତି ତରାଜୁର ଏକ ପାଖରେ ରଖାଯା’ନ୍ତା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆହା, ଯଦି ମୋହର ଦୁଃଖ ତୌଲା ଯାଇଥାʼନ୍ତା ଓ ମୋହର ଦୁର୍ଗତି ତରାଜୁରେ ଏକତ୍ର ରଖା ଯାଇଥାʼନ୍ତା!
Odia IRV 2017 (ଓଡିଆ ବାଇବେଲ)
“ଆହା, ଯଦି ମୋହର ଦୁଃଖ ତୌଲା ଯାଇଥା’ନ୍ତା ଓ ମୋହର ଦୁର୍ଗତି ତରାଜୁରେ ଏକତ୍ର ରଖା ଯାଇଥା’ନ୍ତା!