Job 6:20 — Compare Translations
5 translations compared side by side
Odia - 1840
"ସମାନେେ ନିଶ୍ଚିତ ଥିଲେ ଯେ ସମାନେେ ନିଶ୍ଚଯ ପାଣି ପାଇବେ କିନ୍ତୁ ଶଷେ ରେ ସମାନେେ ନିରାଶ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରତ୍ୟାଶା କରିଥିବା ସକାଶୁ ଲଜ୍ଜିତ ହେଲେ; ସେମାନେ ସେଠାରେ ଉପସ୍ଥିତ ହୋଇ ଘାବରା ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିଶ୍ଚିତ ଥିଲେ ଯେ ସେମାନେ ନିଶ୍ଚୟ ପାଣି ପାଇବେ କିନ୍ତୁ ଶେଷରେ ସେମାନେ ନିରାଶ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରତ୍ୟାଶା କରିଥିବା ସକାଶୁ ଲଜ୍ଜିତ ହେଲେ; ସେମାନେ ସେଠାରେ ଉପସ୍ଥିତ ହୋଇ ଘାବରା ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରତ୍ୟାଶା କରିଥିବା ସକାଶୁ ଲଜ୍ଜିତ ହେଲେ; ସେମାନେ ସେଠାରେ ଉପସ୍ଥିତ ହୋଇ ଘାବରା ହେଲେ।