Job 6:21 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ତୁମ୍ଭେ ସହେି ଷୋର୍ତଭଳି କିଛି ନୁହଁ। ତୁମ୍ଭେ ମାରେ ବିପଦ ଦେଖି ଭୟଭୀତ ହେଉଅଛ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଏବେ ତୁମ୍ଭେମାନେ କିଛି ନୁହଁ; ତୁମ୍ଭେମାନେ ବିପତ୍ତି ଦେଖି ଭୀତ ହେଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭେ ସେହି ସ୍ରୋତଭଳି କିଛି ନୁହଁ। ତୁମ୍ଭେ ମୋର ବିପଦ ଦେଖି ଭୟଭୀତ ହେଉଅଛ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଏବେ ତୁମ୍ଭେମାନେ କିଛି ନୁହଁ; ତୁମ୍ଭେମାନେ ବିପତ୍ତି ଦେଖି ଭୀତ ହେଉଅଛ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଏବେ ତୁମ୍ଭେମାନେ କିଛି ନୁହଁ; ତୁମ୍ଭେମାନେ ବିପତ୍ତି ଦେଖି ଭୀତ ହେଉଅଛ।