Job 6:22 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ସାହାୟ୍ଯ ମାଗିଛି କି? ନାଁ, କିନ୍ତୁ ତୁମ୍ଭେ ସ୍ବଇଚ୍ଛା ରେ ମାେତେ ତୁମ୍ଭର ଉପଦେଶ ଦେଉଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ କିଛି ଦିଅ, ଅବା ତୁମ୍ଭମାନଙ୍କ ସମ୍ପତ୍ତିରୁ ମୋʼ ପାଇଁ ଉପହାର ଯାଚ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସାହାଯ୍ୟ ମାଗିଛି କି? ନାଁ, କିନ୍ତୁ ତୁମ୍ଭେ ସ୍ୱଇଚ୍ଛାରେ ମୋତେ ତୁମ୍ଭର ଉପଦେଶ ଦେଉଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ମୋତେ କିଛି ଦିଅ,’ ଅବା ‘ତୁମ୍ଭମାନଙ୍କ ସମ୍ପତ୍ତିରୁ ମୋʼ ପାଇଁ ଉପହାର ଯାଚ,’
Odia IRV 2017 (ଓଡିଆ ବାଇବେଲ)
ମୋତେ କିଛି ଦିଅ, ଅବା ତୁମ୍ଭମାନଙ୍କ ସମ୍ପତ୍ତିରୁ ମୋ’ ପାଇଁ ଉପହାର ଯାଚ।