Job 6:23 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ କହିଛି କି? ' ମାେତେ ଶତ୍ରୁ କବଳରୁ ଉଦ୍ଧାର କର। ମାେତେ ନିଷ୍ଠୁର ଲୋକଙ୍କ କବଳରୁ ବଞ୍ଚାଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ବିପକ୍ଷ ହସ୍ତରୁ ମୋତେ ଉଦ୍ଧାର କର, ଅଥବା ଉପଦ୍ରବୀମାନଙ୍କ ହସ୍ତରୁ ମୋତେ ମୁକ୍ତ କର, ଏହା କି ମୁଁ କହିଲି?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ କହିଛି କି? ‘ମୋତେ ଶତ୍ରୁ କବଳରୁ ଉଦ୍ଧାର କର। ମୋତେ ନିଷ୍ଠୁର ଲୋକଙ୍କ କବଳରୁ ବଞ୍ଚାଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ‘ବିପକ୍ଷ ହସ୍ତରୁ ମୋତେ ଉଦ୍ଧାର କର,’ ଅଥବା ‘ଉପଦ୍ରବୀମାନଙ୍କ ହସ୍ତରୁ ମୋତେ ମୁକ୍ତ କର, ଏହା କି ମୁଁ କହିଲି?’
Odia IRV 2017 (ଓଡିଆ ବାଇବେଲ)
କିଅବା ବିପକ୍ଷ ହସ୍ତରୁ ମୋତେ ଉଦ୍ଧାର କର, ଅଥବା ଉପଦ୍ରବୀମାନଙ୍କ ହସ୍ତରୁ ମୋତେ ମୁକ୍ତ କର, ଏହା କି ମୁଁ କହିଲି?