Job 6:25 — Compare Translations

5 translations compared side by side

Odia - 1840
"ସାଧୁ ବାକ୍ଯ ବଡ଼ ଶକ୍ତିଶାଳୀ, କିନ୍ତୁ ତୁମ୍ଭର ୟୁକ୍ତି କିଛି ପ୍ରମାଣ କରୁନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସରଳ ବାକ୍ୟ କିପରି ପ୍ରବଳ! ମାତ୍ର ତୁମ୍ଭମାନଙ୍କ ତର୍କ କେଉଁ ଦୋଷ ବ୍ୟକ୍ତ କରେ?
Odia Bible ERV 2004 (ପବିତ୍ର ବାଇବଲ)
ସାଧୁ ବାକ୍ୟ ବଡ଼ ଶକ୍ତିଶାଳୀ, କିନ୍ତୁ ତୁମ୍ଭର ଯୁକ୍ତି କିଛି ପ୍ରମାଣ କରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସରଳ ବାକ୍ୟ କିପରି ପ୍ରବଳ! ମାତ୍ର ତୁମ୍ଭମାନଙ୍କ ତର୍କ କେଉଁ ଦୋଷ ବ୍ୟକ୍ତ କରେ?
Odia IRV 2017 (ଓଡିଆ ବାଇବେଲ)
ସରଳ ବାକ୍ୟ କିପରି ପ୍ରବଳ! ମାତ୍ର ତୁମ୍ଭମାନଙ୍କ ତର୍କ କେଉଁ ଦୋଷ ବ୍ୟକ୍ତ କରେ?