Job 6:26 — Compare Translations
5 translations compared side by side
Odia - 1840
"ତୁମ୍ଭେ କ'ଣ ମାେତେ ସମାଲୋଚନା କରିବା ପାଇଁ ଯୋଜନା କରୁଛ ଯେ, ବିନା କୌଣସି ଆଶାର ବକ୍ତା ପବନ ପରି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କʼଣ ଶଦ୍ଦର ଦୋଷ ଧରିବାକୁ କଳ୍ପନା କରୁଅଛ? କାରଣ ନିରାଶ ଲୋକର ବାକ୍ୟ ବାୟୁ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ମୋତେ ସମାଲୋଚନା କରିବା ପାଇଁ ଯୋଜନା କରୁଛ? ବିନା କୌଣସି ଆଶାର ବକ୍ତା ପବନ ପରି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କʼଣ ଶବ୍ଦର ଦୋଷ ଧରିବାକୁ କଳ୍ପନା କରୁଅଛ? କାରଣ ନିରାଶ ଲୋକର ବାକ୍ୟ ବାୟୁ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କ’ଣ ଶବ୍ଦର ଦୋଷ ଧରିବାକୁ କଳ୍ପନା କରୁଅଛ? କାରଣ ନିରାଶ ଲୋକର ବାକ୍ୟ ବାୟୁ ତୁଲ୍ୟ।