Job 6:27 — Compare Translations

5 translations compared side by side

Odia - 1840
"ତୁମ୍ଭ ଅନାଥଙ୍କର ଜିନିଷ ଜିତିବା ପାଇଁ ମଧ୍ଯ ଗୁଳାବାଣ୍ଟ କରିବ, ତୁମ୍ଭେ ନିଜର ବନ୍ଧୁକୁ ମଧ୍ଯ ବିକ୍ରି କରିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଅନାଥଙ୍କର ଜିନିଷ ଜିତିବା ପାଇଁ ମଧ୍ୟ ଗୁଲିବାଣ୍ଟ କରିବ, ତୁମ୍ଭେ ନିଜର ବନ୍ଧୁକୁ ମଧ୍ୟ ବିକ୍ରି କରିଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ।
Odia IRV 2017 (ଓଡିଆ ବାଇବେଲ)
ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ।