Job 6:28 — Compare Translations
5 translations compared side by side
Odia - 1840
"ଏବେ ବର୍ତ୍ତମାନ ତୁମ୍ଭେ ମାରେ ମୁହଁ ଦେଖି କୁହ ମୁଁ ତୁମ୍ଭକୁ ମିଛ କହିବି? ନା!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ଅନୁଗ୍ରହ କରି ମୋʼ ପ୍ରତି ଦୃଷ୍ଟି କର; କାରଣ ମୁଁ ନିଶ୍ଚୟ ତୁମ୍ଭ ମୁଖ ଆଗରେ ମିଥ୍ୟା କହିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ବର୍ତ୍ତମାନ ତୁମ୍ଭେ ମୋର ମୁହଁ ଦେଖି କୁହ, ମୁଁ ତୁମ୍ଭକୁ ମିଛ କହିବି ନାହିଁ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ଅନୁଗ୍ରହ କରି ମୋʼ ପ୍ରତି ଦୃଷ୍ଟି କର; କାରଣ ମୁଁ ନିଶ୍ଚୟ ତୁମ୍ଭ ମୁଖ ଆଗରେ ମିଥ୍ୟା କହିବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ଅନୁଗ୍ରହ କରି ମୋ’ ପ୍ରତି ଦୃଷ୍ଟି କର; କାରଣ ମୁଁ ନିଶ୍ଚୟ ତୁମ୍ଭ ମୁଖ ଆଗରେ ମିଥ୍ୟା କହିବି ନାହିଁ।