Job 6:29 — Compare Translations

5 translations compared side by side

Odia - 1840
"ସେଥିପାଇଁ ତୁମ୍ଭର ମନ ପରିବର୍ତ୍ତନ କର ଓ ପକ୍ଷପାତ କର ନାହିଁ। ପୁନର୍ବାର ବିଚାର କର ମୁଁ ନିରୀହ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ; ହଁ, ପୁନର୍ବାର ଫେର, ମୋହର ଗୁହାରି ଯଥାର୍ଥ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ତୁମ୍ଭର ମନ ପରିବର୍ତ୍ତନ କର ଓ ପକ୍ଷପାତ କର ନାହିଁ। ପୁନର୍ବାର ବିଗ୍ଭର କର ମୁଁ ନିରୀହ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ; ହଁ, ପୁନର୍ବାର ଫେର, ମୋହର ଗୁହାରି ଯଥାର୍ଥ।
Odia IRV 2017 (ଓଡିଆ ବାଇବେଲ)
ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ; ହଁ, ପୁନର୍ବାର ଫେର, ମୋହର ଗୁହାରି ଯଥାର୍ଥ।