Job 6:30 — Compare Translations
5 translations compared side by side
Odia - 1840
"ମୁଁ ମିଛ କହୁନାହିଁ ।ଏବଂ ମୁଁ ଜାଣେ କେଉଁଟି ଭଲ ଓ ମନ୍ଦ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଜିହ୍ଵାରେ କʼଣ ଅନ୍ୟାୟ ଅଛି? ମୋହର ରସନେନ୍ଦ୍ରିୟ କʼଣ ଅନିଷ୍ଟ ବିଷୟ ବାରି ନ ପାରେ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମିଛ କହୁ ନାହିଁ। ଏବଂ ମୁଁ ଜାଣେ କେଉଁଟି ଭଲ ଓ ମନ୍ଦ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଜିହ୍ୱାରେ କʼଣ ଅନ୍ୟାୟ ଅଛି? ମୋହର ରସନେନ୍ଦ୍ରିୟ କʼଣ ଅନିଷ୍ଟ ବିଷୟ ବାରି ନ ପାରେ?
Odia IRV 2017 (ଓଡିଆ ବାଇବେଲ)
ମୋ’ ଜିହ୍ୱାରେ କ’ଣ ଅନ୍ୟାୟ ଅଛି? ମୋହର ରସନେନ୍ଦ୍ରିୟ କ’ଣ ଅନିଷ୍ଟ ବିଷୟ ବାରି ନ ପାରେ?