Job 6:4 — Compare Translations

5 translations compared side by side

Odia - 1840
"ପରମେଶ୍ବର ସର୍ବଶକ୍ତିମାନ, ତାଙ୍କର ବାଣସବୁ ମାେ ଅନ୍ତରକୁ ବିଦ୍ଧ କରୁଛି। ମାରେ ଆତ୍ମା ସହେି ବାଣର ବିଷକୁ ପାନ କରୁଛି। ପରମେଶ୍ବରଙ୍କ ମାରାତ୍ମକ ଅସ୍ତ୍ରଶସ୍ତ୍ର ସବୁ ମାରେ ବିରୁଦ୍ଧ ରେ ଗୋଟିଏ ଧାଡ଼ି ରେ ସଜାଇ ରଖାୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ଵରଙ୍କ ଭୟରୂପ ସୈନ୍ୟ ମୋʼ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି⇧ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସର୍ବଶକ୍ତିମାନ, ତାଙ୍କର ବାଣସବୁ ମୋ’ ଅନ୍ତରକୁ ବିଦ୍ଧ କରୁଛି। ମୋର ଆତ୍ମା ସେହି ବାଣର ବିଷକୁ ପାନ କରୁଛି। ପରମେଶ୍ୱରଙ୍କ ମାରାତ୍ମକ ଅସ୍ତ୍ରଶସ୍ତ୍ର ସବୁ ମୋର ବିରୁଦ୍ଧରେ ଗୋଟିଏ ଧାଡ଼ିରେ ସଜାଇ ରଖାଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋʼ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋ’ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି।