Job 6:8 — Compare Translations
5 translations compared side by side
Odia - 1840
"ମୁଁ ଚାହୁଁଛି, ମୁଁ ଯାହା ମାଗିଛି ତାହା ମୁଁ ପାଆନ୍ତି। ମୁଁ ଇଚ୍ଛାକରେ ଯାହା ମାରେ ଦରକାର ପରମେଶ୍ବର ମାେତେ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହା, ଯେବେ ମୁଁ ଆପଣା ବାଞ୍ଛିତ ବିଷୟ ପ୍ରାପ୍ତ ହୁଅନ୍ତି; ଯାହା ମୁଁ ଅପେକ୍ଷା କରେ, ତାହା ଯେବେ ପରମେଶ୍ଵର ମୋତେ ଦିଅନ୍ତେ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଗ୍ଭହୁଁଛି, ମୁଁ ଯାହା ମାଗିଛି ତାହା ମୁଁ ପାଆନ୍ତି। ମୁଁ ଇଚ୍ଛାକରେ ଯାହା ମୋର ଦରକାର ପରମେଶ୍ୱର ମୋତେ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହା, ଯେବେ ମୁଁ ଆପଣା ବାଞ୍ଛିତ ବିଷୟ ପ୍ରାପ୍ତ ହୁଅନ୍ତି; ଯାହା ମୁଁ ଅପେକ୍ଷା କରେ, ତାହା ଯେବେ ପରମେଶ୍ୱର ମୋତେ ଦିଅନ୍ତେ।
Odia IRV 2017 (ଓଡିଆ ବାଇବେଲ)
ଆହା, ଯେବେ ମୁଁ ଆପଣା ବାଞ୍ଛିତ ବିଷୟ ପ୍ରାପ୍ତ ହୁଅନ୍ତି; ଯାହା ମୁଁ ଅପେକ୍ଷା କରେ, ତାହା ଯେବେ ପରମେଶ୍ୱର ମୋତେ ଦିଅନ୍ତେ।