Job 6:9 — Compare Translations
5 translations compared side by side
Odia - 1840
"ମୁଁ ଇଚ୍ଛା କରେ ପରମେଶ୍ବର ମାେତେ ଦଳି ଦିଅନ୍ତୁ, ତୁମ୍ଭର ହାତ ବଢ଼ାଅ ଓ ମାରି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଯେବେ ପରମେଶ୍ଵର ଅନୁଗ୍ରହ କରି ମୋତେ ଚୂର୍ଣ୍ଣ କରନ୍ତେ; ଯେବେ ସେ ଆପଣା ହସ୍ତ ମୁକୁଳା କରି ମୋତେ ଛେଦନ କରି ପକାନ୍ତେ!
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଇଚ୍ଛା କରେ ପରମେଶ୍ୱର ମୋତେ ଦଳି ଦିଅନ୍ତୁ, ତୁମ୍ଭର ହାତ ବଢ଼ାଅ ଓ ମାରି ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଯେବେ ପରମେଶ୍ୱର ଅନୁଗ୍ରହ କରି ମୋତେ ଚୂର୍ଣ୍ଣ କରନ୍ତେ; ଯେବେ ସେ ଆପଣା ହସ୍ତ ମୁକୁଳା କରି ମୋତେ ଛେଦନ କରି ପକାନ୍ତେ!
Odia IRV 2017 (ଓଡିଆ ବାଇବେଲ)
ହଁ, ଯେବେ ପରମେଶ୍ୱର ଅନୁଗ୍ରହ କରି ମୋତେ ଚୂର୍ଣ୍ଣ କରନ୍ତେ; ଯେବେ ସେ ଆପଣା ହସ୍ତ ମୁକୁଳା କରି ମୋତେ ଛେଦନ କରି ପକାନ୍ତେ!