Job 7:1 — Compare Translations

5 translations compared side by side

Odia - 1840
"ଆୟୁବ ଉତ୍ତର ଦଲୋ, ପୃଥିବୀ ରେ କ'ଣ ମନୁଷ୍ଯ ସଂଗ୍ରାମ କରେ ନାହିଁ? ତା'ର ଜୀବନ ହେଉଛି ଜଣେ ବତନେ ପାଉଥିବା ଶ୍ରମିକର ଜୀବନ ସଦୃଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀରେ କʼଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ? ଓ ତାହାର ଦିନସମୂହ କʼଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ଉତ୍ତର ଦେଲା, “ପୃଥିବୀରେ କ’ଣ ମନୁଷ୍ୟ ସଂଗ୍ରାମ କରେ ନାହିଁ? ତା’ର ଜୀବନ ହେଉଛି ଜଣେ ବେତନ ପାଉଥିବା ଶ୍ରମିକର ଜୀବନ ସଦୃଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀରେ କʼଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ? ଓ ତାହାର ଦିନସମୂହ କʼଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ପୃଥିବୀରେ କ’ଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ? ଓ ତାହାର ଦିନସମୂହ କ’ଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ?