Job 7:11 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ଆଉ ନିରବ ରହିପାରିବି ନାହିଁ, ମୁଁ ମାରେ ଆତ୍ମାର ବଦନୋ ପ୍ରକାଶ କରିବି। ମୁଁ ଅଭିଯୋଗ କରିବି କାରଣ ମାରେଆତ୍ମା ତିକ୍ତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ମୁଁ ଆଉ ନୀରବ ରହି ପାରିବି ନାହିଁ, ମୁଁ ମୋର ଆତ୍ମାର ବେଦନା ପ୍ରକାଶ କରିବି। ମୁଁ ଅଭିଯୋଗ କରିବି କାରଣ ମୋର ଆତ୍ମା ତିକ୍ତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି।