Job 7:12 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, କାହିଁକି ତୁମ୍ଭେ ମାେତେ ପ୍ରହରା ଦେଉଛ? ମୁଁ କ'ଣ ସମୁଦ୍ର ପରି ନା ସାମୁଦ୍ରିକ ରାକ୍ଷସ ପରି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କʼଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ, ତୁମ୍ଭେ ମୋʼ ଉପରେ ପ୍ରହରୀ ରଖୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, କାହିଁକି ତୁମ୍ଭେ ମୋତେ ପ୍ରହରା ଦେଉଛ? ମୁଁ କ’ଣ ସମୁଦ୍ର ପରି ନା ସାମୁଦ୍ରିକ ରାକ୍ଷସ ପରି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କʼଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ, ତୁମ୍ଭେ ମୋʼ ଉପରେ ପ୍ରହରୀ ରଖୁଅଛ?
Odia IRV 2017 (ଓଡିଆ ବାଇବେଲ)
ମୁଁ କ’ଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ, ତୁମ୍ଭେ ମୋ’ ଉପରେ ପ୍ରହରୀ ରଖୁଅଛ?