Job 7:13 — Compare Translations

5 translations compared side by side

Odia - 1840
"ଯଦି ମୁଁ କ ହେ ମାରେ ବିଛଣା ମାେତେ ଆନନ୍ଦ ଆଣି ଦବୋ ଉଚିତ୍। ମାରେ ବିଛଣା ମାେତେ ବିଶ୍ରାମ ଓ ଶାନ୍ତି ଆଣି ଦବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପଲଙ୍କ ମୋତେ ସାନ୍ତ୍ଵନା ଦେବ, ମୋହର ଶଯ୍ୟା ମୋର ଦୁଃଖ ଉପଶମ କରିବ ବୋଲି କହିଲା ବେଳେ,
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୁଁ କହେ ମୋର ବିଛଣା ମୋତେ ଆନନ୍ଦ ଆଣି ଦେବା ଉଚିତ୍। ମୋର ବିଛଣା ମୋତେ ବିଶ୍ରାମ ଓ ଶାନ୍ତି ଆଣି ଦେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପଲଙ୍କ ମୋତେ ସାନ୍ତ୍ୱନା ଦେବ, ମୋହର ଶଯ୍ୟା ମୋର ଦୁଃଖ ଉପଶମ କରିବ ବୋଲି କହିଲା ବେଳେ,
Odia IRV 2017 (ଓଡିଆ ବାଇବେଲ)
ମୋ’ ପଲଙ୍କ ମୋତେ ସାନ୍ତ୍ୱନା ଦେବ, ମୋହର ଶଯ୍ୟା ମୋର ଦୁଃଖ ଉପଶମ କରିବ ବୋଲି କହିଲା ବେଳେ,