Job 7:14 — Compare Translations
5 translations compared side by side
Odia - 1840
"କିନ୍ତୁ ହେ ପରମେଶ୍ବର, ମାରେ ଶଯନ ସମୟରେ ତୁମ୍ଭେ ମାେତେ ସ୍ବପ୍ନ ରେ ଭୟ ଦଖାେଉଛ। ତା'ପରେ ତୁମ୍ଭେ ମାେତେ ଦର୍ଶନ ରେ ଡ଼ରାଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସ୍ଵପ୍ନରେ ମୋତେ ଭୟ ଦେଖାଉଅଛ ଓ ନାନା ଦର୍ଶନ ଦ୍ଵାରା ମୋତେ ତ୍ରାସଯୁକ୍ତ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହେ ପରମେଶ୍ୱର, ମୋର ଶୟନ ସମୟରେ ତୁମ୍ଭେ ମୋତେ ସ୍ୱପ୍ନରେ ଭୟ ଦେଖାଉଛ। ତା’ପରେ ତୁମ୍ଭେ ମୋତେ ଦର୍ଶନରେ ଡରାଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସ୍ୱପ୍ନରେ ମୋତେ ଭୟ ଦେଖାଉଅଛ ଓ ନାନା ଦର୍ଶନ ଦ୍ୱାରା ମୋତେ ତ୍ରାସଯୁକ୍ତ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସ୍ୱପ୍ନରେ ମୋତେ ଭୟ ଦେଖାଉଅଛ ଓ ନାନା ଦର୍ଶନ ଦ୍ୱାରା ମୋତେ ତ୍ରାସଯୁକ୍ତ କରୁଅଛ।