Job 7:15 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ବଞ୍ଚିବାଠାରୁ ଶ୍ବାସ ରୋଧ ହାଇେ ମରିବାକୁ ଅଧିକ ପସନ୍ଦ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ମୋହର ପ୍ରାଣ ମୋହର ଏହି ଅସ୍ଥି ଅପେକ୍ଷା ଶ୍ଵାସରୋଧ ଓ ମରଣ ପସନ୍ଦ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ବଞ୍ଚିବାଠାରୁ ଶ୍ୱାସରୋଧ ହୋଇ ମରିବାକୁ ଅଧିକ ପସନ୍ଦ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ମୋହର ପ୍ରାଣ ମୋହର ଏହି ଅସ୍ଥି ଅପେକ୍ଷା ଶ୍ୱାସରୋଧ ଓ ମରଣ ପସନ୍ଦ କରେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ମୋହର ପ୍ରାଣ ମୋହର ଏହି ଅସ୍ଥି ଅପେକ୍ଷା ଶ୍ୱାସରୋଧ ଓ ମରଣ ପସନ୍ଦ କରେ।