Job 7:16 — Compare Translations
5 translations compared side by side
Odia - 1840
"ମୁଁ ଏ ଜୀବନକୁ ଘୃଣା କରେ। ମୁଁ ତ୍ଯାଗ କରୁଛି, ମୁଁ ଅଧିକ ଦିନ ବଞ୍ଚିବି ନାହିଁ। ମାେତେ ଛାଡ଼, ମାରେ ବଞ୍ଚିବାର କିଛି ଅର୍ଥ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ; ମୋତେ ଛାଡ଼; କାରଣ ମୋହର ଆୟୁ ଅସାର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏ ଜୀବନକୁ ଘୃଣା କରେ। ମୁଁ ତ୍ୟାଗ କରୁଛି, ମୁଁ ଅଧିକ ଦିନ ବଞ୍ଚିବି ନାହିଁ। ମୋତେ ଛାଡ଼, ମୋର ବଞ୍ଚିବାର କିଛି ଅର୍ଥ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ; ମୋତେ ଛାଡ଼; କାରଣ ମୋହର ଆୟୁ ଅସାର।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ; ମୋତେ ଛାଡ଼; କାରଣ ମୋହର ଆୟୁ ଅସାର।