Job 7:17 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, କାହିଁକି ମଣିଷ ତୁମ୍ଭ ପାଇଁ ଏତେ ମହତ୍ତ୍ବାପୂର୍ଣ୍ଣ। ତୁମ୍ଭେ କାହିଁକି ତାକୁ ସମ୍ମାନ ଦବେ? ତୁମ୍ଭେ କାହିଁକି ତା'ପ୍ରତି ଧ୍ଯାନ ଦବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁନଷ୍ୟ କିଏ ଯେ, ତୁମ୍ଭେ ତାହାକୁ ମହାନ ଜ୍ଞାନ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ,
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, କାହିଁକି ମଣିଷ ତୁମ୍ଭ ପାଇଁ ଏତେ ମହତ୍ତ୍ୱପୂର୍ଣ୍ଣ? ତୁମ୍ଭେ କାହିଁକି ତାକୁ ସମ୍ମାନ ଦେବ, ତୁମ୍ଭେ କାହିଁକି ତା’ ପ୍ରତି ଧ୍ୟାନ ଦେବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ପ୍ରତି ମନୋଯୋଗ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ,
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ପ୍ରତି ମନୋଯୋଗ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ,