Job 7:18 — Compare Translations
5 translations compared side by side
Odia - 1840
"କାହିଁକି ମଣିଷକୁ ତୁମ୍ଭେ ପ୍ରେତ୍ୟକକ ସକାଳ ରେ ସାକ୍ଷାତ କର ଏବଂ ତା'ର ପ୍ରେତ୍ୟକକ ମୁହୂର୍ତ୍ତକୁ ପରୀକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରତି ପ୍ରଭାତରେ ତାହାର ତତ୍ତ୍ଵ ନେବ ଓ ପ୍ରତି ନିମିଷରେ ତାହାର ପରୀକ୍ଷା କରିବ?
Odia Bible ERV 2004 (ପବିତ୍ର ବାଇବଲ)
କାହିଁକି ମଣିଷକୁ ତୁମ୍ଭେ ପ୍ରତ୍ୟେକ ସକାଳରେ ସାକ୍ଷାତ କର ଏବଂ ତା’ର ପ୍ରତ୍ୟେକ ମୁହୂର୍ତ୍ତକୁ ପରୀକ୍ଷା କର?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପ୍ରତି ପ୍ରଭାତରେ ତାହାର ତତ୍ତ୍ୱ ନେବ ଓ ପ୍ରତି ନିମିଷରେ ତାହାର ପରୀକ୍ଷା କରିବ?
Odia IRV 2017 (ଓଡିଆ ବାଇବେଲ)
ଆଉ, ପ୍ରତି ପ୍ରଭାତରେ ତାହାର ତତ୍ତ୍ୱ ନେବ ଓ ପ୍ରତି ନିମିଷରେ ତାହାର ପରୀକ୍ଷା କରିବ?