Job 7:20 — Compare Translations

5 translations compared side by side

Odia - 1840
"ଯଦି ମୁଁ କିଛି ପାପ କରିଛି ତାହା କିପରି ତୁମ୍ଭକୁ ଆଘାତ କରୁଛି? ୟିଏ ମଣିଷମାନଙ୍କ ଉପରେ ସତର୍କ ଦୃଷ୍ଟି ରଖନ୍ତି। କାହିଁକି ତୁମ୍ଭେ ମାେତେ ଆପଣା ଲକ୍ଷ୍ଯ ସ୍ବରୂପ ରଖିଛ? ମୁଁ କ'ଣ ତୁମ୍ଭ ପାଇଁ କୌଣସି ସମସ୍ଯା ହାଇେଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କʼଣ କରେ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ଵରୂପ ହେଉଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୁଁ କିଛି ପାପ କରିଛି ତାହା କିପରି ତୁମ୍ଭକୁ ଆଘାତ କରୁଛି? ଯିଏ ମଣିଷମାନଙ୍କ ଉପରେ ସତର୍କ ଦୃଷ୍ଟି ରଖନ୍ତି। କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ସ୍ୱରୂପ ରଖିଛ? ମୁଁ କ’ଣ ତୁମ୍ଭ ପାଇଁ କୌଣସି ସମସ୍ୟା ହୋଇଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କʼଣ କରେ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି?
Odia IRV 2017 (ଓଡିଆ ବାଇବେଲ)
ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କ’ଣ କରେ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି?