Job 7:21 — Compare Translations

5 translations compared side by side

Odia - 1840
"କାହିଁକି ତୁମ୍ଭେ ମାେତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ? କାହିଁକି ମାରେ କୌଣସି ପାପ କ୍ଷମା କରୁନାହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯନିପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି ।
Odia Bible ERV 2004 (ପବିତ୍ର ବାଇବଲ)
କାହିଁକି ତୁମ୍ଭେ ମୋତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ? କାହିଁକି ମୋର କୌଣସି ପାପ କ୍ଷମା କରୁ ନାହଁ? କାରଣ ମୁଁ ଶୀଘ୍ର ମରିବି ଓ କବରରେ ଶୟନ କରିବି, ତୁମ୍ଭେ ମୋତେ ଖୋଜିବ, କିନ୍ତୁ ପାଇବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।