Job 7:3 — Compare Translations
5 translations compared side by side
Odia - 1840
"ଅନକେ ମାସ ମାେତେ ନିରାଶ କରି ରାତ୍ରି ପରେ ରାତ୍ରି କଷ୍ଟ ଦିଆୟାଇ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରା ଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋʼ ପାଇଁ ନିରୂପିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ମାସ ମୋତେ ନିରାଶ କରି ରାତ୍ରି ପରେ ରାତ୍ରି କଷ୍ଟ ଦିଆଯାଇ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରାଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋʼ ପାଇଁ ନିରୂପିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରା ଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋ’ ପାଇଁ ନିରୂପିତ ହୋଇଅଛି।