Job 7:4 — Compare Translations
5 translations compared side by side
Odia - 1840
"ଯେତବେେଳେ ମୁଁ ଶଯନ କରେ, ମୁଁ କ ହେ, 'ଆଉ କେତେ ସମୟ ପରେ ଶୟ୍ଯା ତ୍ଯାଗ କରିବି।' ମାତ୍ର ରାତ୍ରି ଦୀର୍ଘ ହୁଏ। ଏବଂ ପ୍ରଭାତ ପର୍ୟ୍ଯନ୍ତ ମୁଁ ବିଛଣା ରେ ଛଟପଟ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଶୟନ କାଳରେ କହେ, କେବେ ମୁଁ ଉଠିବି? ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟ୍ପଟ୍ ହେଉଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୁଁ ଶୟନ କରେ, ମୁଁ କହେ, ‘ଆଉ କେତେ ସମୟ ପରେ ଶଯ୍ୟା ତ୍ୟାଗ କରିବି?’ ମାତ୍ର ରାତ୍ରି ଦୀର୍ଘ ହୁଏ। ଏବଂ ପ୍ରଭାତ ପର୍ଯ୍ୟନ୍ତ ମୁଁ ବିଛଣାରେ ଛଟପଟ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଶୟନ କାଳରେ କହେ, ‘କେବେ ମୁଁ ଉଠିବି?’ ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟପଟ ହେଉଥାଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଶୟନ କାଳରେ କହେ, କେବେ ମୁଁ ଉଠିବି? ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟପଟ ହେଉଥାଏ।