Job 7:5 — Compare Translations

5 translations compared side by side

Odia - 1840
"ଯଦିଓ ମାରେ ଶରୀର ପୋଷାକ ଆଚ୍ଛାଦିତ ଏକ କୀଟ ଓ ଧୂଳିର ସମାହାର। ମାରେ ଚର୍ମ ଫାଟିୟାଏ ଏବଂ ବହୁଥିବା ଘା ରେ ଢ଼ାଙ୍କି ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ମୋର ଶରୀର ପୋଷାକ ଆଚ୍ଛାଦିତ ଏକ କୀଟ ଓ ଧୂଳିର ସମାହାର। ମୋର ଚର୍ମ ଫାଟିଯାଏ ଏବଂ ବହୁଥିବା ଘାଁରେ ଢାଙ୍କି ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ।
Odia IRV 2017 (ଓଡିଆ ବାଇବେଲ)
ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ।