Job 7:6 — Compare Translations
5 translations compared side by side
Odia - 1840
"ମାରେ ଦିନଗୁଡ଼ିକ ଶୀଘ୍ର ଗଡ଼ିୟାଏ। ଏହା ତନ୍ତୀର ନଳୀଠାରୁ ଆହୁରି ଦ୍ରୁତଗାମୀ। ଶଷେ ରେ ଜୀବନଟା କୌଣସି ଆଶାର ପୂରଣ ବିନା ଶଷେ ହାଇୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
“ମୋର ଦିନଗୁଡ଼ିକ ଶୀଘ୍ର ଗଡ଼ିଯାଏ। ଏହା ତନ୍ତୀର ନଳୀଠାରୁ ଆହୁରି ଦ୍ରୁତଗାମୀ। ଶେଷରେ ଜୀବନଟା କୌଣସି ଆଶାର ପୂରଣ ବିନା ଶେଷ ହୋଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ।
Odia IRV 2017 (ଓଡିଆ ବାଇବେଲ)
ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ।