Job 7:7 — Compare Translations

5 translations compared side by side

Odia - 1840
"ପରମେଶ୍ବର, ମନକରେ ମାରେ ଜୀବନ କବଳେ ଗୋଟିଏ ପ୍ରଶ୍ବାସ। ମୁଁ କବେେ ଆଉ କୌଣସି ଭଲ ବିଷଯ ଦେଖିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହେ, ମୋହର ପ୍ରାଣ ବାୟୁମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ସ୍ମରଣ କର, ମୋର ଜୀବନ କେବଳ ଗୋଟିଏ ପ୍ରଶ୍ୱାସ। ମୁଁ କେବେ ଆଉ କୌଣସି ଭଲ ବିଷୟ ଦେଖିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ।