Job 8:1 — Compare Translations
5 translations compared side by side
Odia - 1840
"ବିଲ୍ଦଦ୍ ଶୂହୀଯକୁ ଉତ୍ତର ଦଇେ କହିଲା, ତୁମ୍ଭେ କେତକୋଳ ଏହିପରି କଥା କହିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ବିଲଦଦ୍ ଆୟୁବକୁ ଉତ୍ତର ଦେଲା ଶୂହୀୟ ବିଲ୍ଦଦ୍ ଉତ୍ତର ଦେଇ କହିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା,
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା,