Job 8:10 — Compare Translations

5 translations compared side by side

Odia - 1840
"ସହେି ପୂର୍ବର ଲୋକମାନେ ତୁମ୍ଭକୁ ଶିକ୍ଷା ଦବେେ। ସମାନେେ ଯାହା ଶିକ୍ଷା କରିଥିଲେ, ତୁମ୍ଭକୁ ତାହା ଶିକ୍ଷା ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କʼଣ ତୁମ୍ଭକୁ ଶିକ୍ଷା ଦେବେ ନାହିଁ ଓ ଜଣାଇବେ ନାହିଁ, ପୁଣି ଆପଣା ଆପଣା ଅନ୍ତଃକରଣରୁ କʼଣ ବାକ୍ୟ ଉଚ୍ଚାରଣ କରିବେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ସେହି ପୂର୍ବର ଲୋକମାନେ ତୁମ୍ଭକୁ ଶିକ୍ଷା ଦେବେ। ସେମାନେ ଯାହା ଶିକ୍ଷା କରିଥିଲେ, ତୁମ୍ଭକୁ ତାହା ଶିକ୍ଷା ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କʼଣ ତୁମ୍ଭକୁ ଶିକ୍ଷା ଦେବେ ନାହିଁ ଓ ଜଣାଇବେ ନାହିଁ, ପୁଣି ଆପଣା ଆପଣା ଅନ୍ତଃକରଣରୁ କʼଣ ବାକ୍ୟ ଉଚ୍ଚାରଣ କରିବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସେମାନେ କ’ଣ ତୁମ୍ଭକୁ ଶିକ୍ଷା ଦେବେ ନାହିଁ ଓ ଜଣାଇବେ ନାହିଁ, ପୁଣି ଆପଣା ଆପଣା ଅନ୍ତଃକରଣରୁ କ’ଣ ବାକ୍ୟ ଉଚ୍ଚାରଣ କରିବେ ନାହିଁ?